Judges 3:19 — Compare Translations

5 translations compared side by side

Odia - 1840
"ଏହୂଦ୍ ଜାଣିଲେ ଏବଂ ପକ୍ସ୍ଟର୍ତ୍ତୀ ନିକଟ ଗିଲଗଲସ୍ଥକକ୍ସ୍ଟ ଗଲେ, ତା'ପରେ ସେ ଫରେି ଆସି ରାଜାଙ୍କକ୍ସ୍ଟ ଭଟେି ଏହୂଦ୍ କହିଲେ, ମୁ ଆପଣାଙ୍କ ପାଇଁ ଏକ ଗକ୍ସ୍ଟଲ୍ଗ ଖବର ଆଣିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଆପେ ଗିଲ୍ଗଲସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, ଆପଣଙ୍କ ନିକଟରେ ମୋହର ଏକ ଗୁପ୍ତ କଥା ଅଛି । ତେବେ ରାଜା କହିଲା, ତୁନି ହୋଇ ଥାଅ । ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହୂଦ ଜାଣିଲେ ଏବଂ ମୂର୍ତ୍ତୀ ନିକଟ ଗି‌‌ଲ୍‌‌ଗଲ୍ ସ୍ଥଳକୁ ଗଲେ, ତା’ପରେ ସେ ଫେରି ଆସି ରାଜାଙ୍କୁ ଭେଟି ଏହୂଦ କହିଲେ, “ମୁଁ ଆପଣାଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ରାଜା ତାଙ୍କୁ ନୀରବ ରହିବା ପାଇଁ କହିଲେ ଓ ସେ ନିଜ ଲୋକମାନଙ୍କୁ ଘର ଛାଡ଼ିବାକୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଆପେ ଗିଲ୍‍ଗଲ୍‍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍‍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଆପେ ଗିଲ୍‍ଗଲସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍‍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, ତୁନି ହୋଇ ଥାଅ। ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରି ଗଲେ।