Judges 3:2 — Compare Translations
4 translations compared side by side
Odia - 1840
"ତେଣୁ ସଦାପ୍ରଭୁ ସହେି ଭୂମିରକ୍ସ୍ଟ ଅନ୍ୟ ଜାତିକକ୍ସ୍ଟ କାହାକକ୍ସ୍ଟ ବିତାଡିତ କରି ନଥିଲେ। ସଦାପ୍ରଭୁ ଏହିପରି କଲେ, ଇଶ୍ରାୟେଲକକ୍ସ୍ଟ ଶିଖାଇଲେ ଯେଉଁମାନେ କିଣାନ ଦେଶ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରି ନଥିଲେ। ସଦାପ୍ରଭୁ ଭୂମିକକ୍ସ୍ଟ ପରିତ୍ଯାଗ କରି, ଏହି ଜାତିର ସୂଚି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଇସ୍ରାଏଲ-ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଇସ୍ରାଏଲ-ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
Odia IRV 2017 (ଓଡିଆ ବାଇବେଲ)
ଓ ଇସ୍ରାଏଲ ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,