Judges 3:20 — Compare Translations
5 translations compared side by side
Odia - 1840
"ଏହୂଦ୍ ରାଜାଙ୍କ ନିକଟକକ୍ସ୍ଟ ଗଲେ। ସହେି ସମୟରେ, ଇଲ୍ଲୋନ ଉଚ୍ଚ ସିଂହାସନ ମଂଚ ଉପରେ ବସିଥିଲେ, ଏହା କବଳେ ତାଙ୍କର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଏହୂଦ୍ ତାହା ନିକଟକୁ ଗଲେ; ସେତେ-ବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା । ତହିଁରେ ଏହୂଦ କହିଲେ, ଆପଣଙ୍କ ପାଇଁ ପରମେଶ୍ଵରଙ୍କଠାରୁ ଆମ୍ଭର ଏକ କଥା ଅଛି; ତହୁଁ ସେ ଆପଣା ଆସନରୁ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହୂଦ ରାଜାଙ୍କ ନିକଟକୁ ଗଲେ। ସେହି ସମୟରେ, ଇଗ୍ଲୋନ ଉଚ୍ଚ ସିଂହାସନ ମଞ୍ଚ ଉପରେ ବସିଥିଲେ, ଏହା କେବଳ ତାଙ୍କର ଥିଲା। ତେଣୁ ଏହୂଦ କହିଲେ, “ଆପଣାଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ ବାର୍ତ୍ତା ଅଛି।” ତେଣୁ ରାଜା ତାଙ୍କର ସିଂହାସନ ଉପରୁ ଉଠି ପଡ଼ିଲେ। ସେ ଏହୂଦଙ୍କର ଖୁବ୍ ନିକଟକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି; ତହୁଁ ସେ ଆପଣା ସିଂହାସନରୁ ଉଠିଲା।