Judges 3:21 — Compare Translations

5 translations compared side by side

Odia - 1840
"ଯଟେେ ବେଳେ ରାଜା ଉଠି ପଡିଲେ, ଏହୂଦ୍ ତାଙ୍କର ବାମ ହାତ ରେ ବ୍ଯବହୃତ ଖଣ୍ତା ବାହାର କଲେ ଦକ୍ଷିଣ ଜଂଘରକ୍ସ୍ଟ ଏବଂ ରାଜାଙ୍କର ପଟେ ରେ ଭୂଷି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଏହୂଦ୍ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ଼୍‍ଗ ନେଇ ତାହାର ପେଟ ଭୁସିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ରାଜା ଉଠି ପଡ଼ିଲେ, ଏହୂଦ ତାଙ୍କର ବାମ ହାତରେ ବ୍ୟବହୃତ ଖଣ୍ତା ଦକ୍ଷିଣ ଜଂଘରୁ ବାହାର କଲେ ଏବଂ ରାଜାଙ୍କର ପେଟରେ ଭୂଷି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;
Odia IRV 2017 (ଓଡିଆ ବାଇବେଲ)
ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;