Judges 3:23 — Compare Translations

5 translations compared side by side

Odia - 1840
"ଏହାପରେ ଏହୂଦ ଘରର ବାହାର ଓ ଭିତର କବାଟ ବନ୍ଦ କଲେ ଏବଂ ସମାନଙ୍କେୁ ତାଲା ପକାଇ ଦେଲେ। ତା'ପରେ ସେ ରାଜାଙ୍କର ସିଂହାସନ ଘର ଆଡକକ୍ସ୍ଟ ଅଗ୍ରସର ହେଲେ ଏବଂ ନିମ୍ନ ରେ ଥିବା ନିଜ ପାଇଖାନା ରେ ପ୍ରବେଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଏହୂଦ୍ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଏହୂଦ ଘରର ବାହାର ଓ ଭିତର କବାଟ ବନ୍ଦ କଲେ ଏବଂ ସେମାନଙ୍କୁ ତାଲା ପକାଇ ଦେଲେ। ତା’ପରେ ସେ ରାଜାଙ୍କର ସିଂହାସନ ଘର ଆଡ଼କୁ ଅଗ୍ରସର ହେଲେ ଏବଂ ନିମ୍ନରେ ଥିବା ନିଜ ପାଇଖାନାରେ ପ୍ରବେଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ।