Judges 3:24 — Compare Translations

5 translations compared side by side

Odia - 1840
"ତାହାପରେ ଏହୂଦ୍ ମୂଖ ଛାଡିଲେ ଏବଂ ଏଲ୍ଲୋନର ଦାସମାନେ ଆସିଲେ। ଯେତବେେଳେ ସେ ଦେଖିଲେ ରାଜାଙ୍କ ସିଂହାସନ ଘରର ଫାଟକ ବନ୍ଦ ହାଇେଥିଲା, ଦାସମାନେ କହିଲେ, ରାଜା ତାଙ୍କର ନିଜର କୋଠରି ମଧିଅରେ ଆରାମ ନେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାପରେ ଏହୂଦ ମୂଖ ଛାଡ଼ିଲେ ଏବଂ ଇଗ୍ଲୋନର ଦାସମାନେ ଆସିଲେ। ଯେତେବେଳେ ସେମାନେ ଦେଖିଲେ ରାଜାଙ୍କ ସିଂହାସନ ଘରର ଫାଟକ ବନ୍ଦ ହୋଇଥିଲା, ଦାସମାନେ କହିଲେ, “ରାଜା ତାଙ୍କର ନିଜର କୋଠରୀ ମଧ୍ୟରେ ଆରାମ ନେଉଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, “ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।