Judges 3:25 — Compare Translations
5 translations compared side by side
Odia - 1840
"ତେଣୁ ସମାନେେ ସଠାେରେ ବହକ୍ସ୍ଟତ ସମୟ ଅପେକ୍ଷା କଲେ କିନ୍ତୁ କବାଟଗକ୍ସ୍ଟଡିକ ଆଦୌ ଖାଲିେଲା ନାହିଁ। ସର୍ବଶଷେ ରେ ଦାସମାନେ ସମାନଙ୍କେର ର୍ଧୈୟ୍ଯ ହରାଇଲେ। ସମାନେେ ସେ ଗ୍ଭବି ପାଇଲେ କବାଟ ଖାଲିେଲେ ଓ ଭିତ ରେ ପ୍ରବେଶ କଲେ। ସଠାେରେ ସମାନେେ ଚଟାଣ ଉପରେ ରାଜା ମରି ପଡିଥିବାର ସମାନେେ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ସେଠାରେ ବହୁତ ସମୟ ଅପେକ୍ଷା କଲେ କିନ୍ତୁ କବାଟଗୁଡ଼ିକ ଆଦୌ ଖୋଲିଲା ନାହିଁ। ସର୍ବଶେଷରେ ଦାସମାନେ ସେମାନଙ୍କର ଧୈର୍ଯ୍ୟ ହରାଇଲେ। ସେମାନେ ଗ୍ଭବି ପାଇ କବାଟ ଖୋଲିଲେ ଓ ଭିତରେ ପ୍ରବେଶ କଲେ। ଚଟାଣ ଉପରେ ରାଜା ମରି ପଡ଼ିଥିବାର ସେମାନେ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।