Judges 3:26 — Compare Translations

5 translations compared side by side

Odia - 1840
"ଦାସମାନେ ରାଜାଙ୍କ ପାଇଁ ସଠାେରେ କିଛି ସମୟ ଅପେକ୍ଷା କଲେ। ଏହି ସମୟରେ ଏହୂଦ୍ ସେ ସ୍ଥାନ ଛାଡି ପଳାଇଗଲେ। ଏହୂଦ୍ ମୂର୍ତ୍ତି ବାଟଦଇେ ସିଯୀରାକକ୍ସ୍ଟ ପଳାଇଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ବିଳମ୍ଵ କରି ରହିବା ବେଳେ ଏହୂଦ୍ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାସମାନେ ରାଜାଙ୍କ ପାଇଁ ସେଠାରେ କିଛି ସମୟ ଅପେକ୍ଷା କଲେ। ଏହି ସମୟରେ ଏହୂଦ ସେ ସ୍ଥାନ ଛାଡ଼ି ପଳାଇଗଲେ। ଏହୂଦ ମୂର୍ତ୍ତି ବାଟଦେଇ ସିୟୀରାକୁ ପଳାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।