Judges 3:27 — Compare Translations

5 translations compared side by side

Odia - 1840
"ଏହୂଦଦ୍ ଯେତବେେଳେ ସିଯୀରା ରେ ପହଁଞ୍ଚିଲେ, ସେ ଇଫ୍ରଯିମ ପର୍ବତମଯ ଦେଶ ରେ ତୂରୀ ବଜାଇଲେ। ଇଶ୍ରାୟେଲ ସନ୍ତାନଗଣ ତୂରୀର ଶଦ୍ଦଶକ୍ସ୍ଟଣି ପର୍ବତରକ୍ସ୍ଟ ଓହ୍ଲାଇ ଆସିଲେ। ଏହୂଦ୍ ସମାନଙ୍କେର ନତେୃତ୍ବ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସ୍ଥାନରେ ପହୁଞ୍ଚି ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହୂଦ ଯେତେବେଳେ ସିୟୀରାରେ ପହଞ୍ଚିଲେ, ସେ ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ। ଇସ୍ରାଏଲ ସନ୍ତାନଗଣ ତୂରୀର ଶବ୍ଦ ଶୁଣି ପର୍ବତରୁ ଓହ୍ଲାଇ ଆସିଲେ। ଏହୂଦ ସେମାନଙ୍କର ନେତୃତ୍ୱ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ-ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।