Judges 3:29 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ମାୟୋବର 10,000 ସାହାସୀ ଓ ବଳବାନ୍ ଯୋଦ୍ଧାମାନଙ୍କୁ ହତ୍ଯା କଲେ। କୌଣସି ଗୋଟିଏ ହେଲେ ମାୟୋବର ଲୋକଙ୍କକ୍ସ୍ଟ ପଳାଇ ୟିବାକକ୍ସ୍ଟ ସମାନେେ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ମୋୟାବର 10,000 ସାହସୀ ଓ ବଳବାନ୍ ଯୋଦ୍ଧାମାନଙ୍କୁ ହତ୍ୟା କଲେ। କୌଣସି ଗୋଟିଏ ହେଲେ ମୋୟାବର ଲୋକଙ୍କୁ ପଳାଇ ଯିବାକୁ ସେମାନେ ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ମୋୟାବର ଊଣାଧିକ ଦଶ ହଜାର ଲୋକଙ୍କୁ ବଧ କଲେ, ପ୍ରତ୍ୟେକେ ବୃହତକାୟ ଓ ବିକ୍ରମଶାଳୀ ଲୋକ ଥିଲା; କେହି ପଳାଇ ପାରିଲା ନାହିଁ।