Judges 3:31 — Compare Translations

5 translations compared side by side

Odia - 1840
"ଏହୂଦ୍ଙ୍କ ପରେ ଇଶ୍ରାୟେଲମାନଙ୍କୁ ଆଉ ଜଣେ ରକ୍ଷା କଲେ। ସେ ଶମ୍ଗାର, ଅନାତର ପକ୍ସ୍ଟତ୍ର ଥିଲେ। ସେ 600 ପଲେଷ୍ଟୀୟ ଲୋକଙ୍କକ୍ସ୍ଟ ଗୋକଣ୍ଟକ ପଞ୍ଚମ ଦ୍ବାରା ହତ୍ଯା କଲେ। ସେ ଇଶ୍ରାୟେଲକକ୍ସ୍ଟ ମଧ୍ଯ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହାର ଉତ୍ତାରେ ଅନାତର ପୁତ୍ର ଶମ୍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ଵାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ବିଗ୍ଭରକ ଶ‌ମ୍‌ଗର ଏହୂଦଙ୍କ ପରେ ଇସ୍ରାଏଲୀୟମାନଙ୍କୁ ଆଉ ଜଣେ ରକ୍ଷା କଲେ। ସେ ଶ‌ମ୍‌ଗର, ଅନାତର ପୁତ୍ର ଥିଲେ। ସେ 600 ପଲେଷ୍ଟୀୟ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ହତ୍ୟା କଲେ। ସେ ମଧ୍ୟ ଇସ୍ରାଏଲକୁ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍‍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍‍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।