Judges 3:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କୁ ପରୀକ୍ଷା କରିବା ପାଇଁ ସହେି ଜାତିଗକ୍ସ୍ଟଡିକ ଭୂମିରେ ପରିତ୍ଯାଗ କଲେ। ସଦାପ୍ରଭୁ ଦେଖିବାକକ୍ସ୍ଟ ଚାହିଁଲେ, ଯଦି ଏହି ଲୋକମାନେ ମାଶାଙ୍କେ ଦ୍ବାରା ସମାନଙ୍କେର ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁଙ୍କ ଦ୍ବାରା ଦଖାୟୋଇଥିବା ଆଦେଶଗକ୍ସ୍ଟଡିକ ମାନକ୍ସ୍ଟଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନଙ୍କ ଦ୍ଵାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ଵାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କୁ ପରୀକ୍ଷା କରିବା ପାଇଁ ସେହି ଜାତିଗୁଡ଼ିକ ଭୂମିରେ ପରିତ୍ୟାଗ କଲେ। ସଦାପ୍ରଭୁ ଦେଖିବାକୁ ଗ୍ଭହିଁଲେ, ଯଦି ଏହି ଲୋକମାନେ ମୋଶାଙ୍କ ଦ୍ୱାରା ସେମାନଙ୍କର ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁଙ୍କ ଦ୍ୱାରା ଦେଖାଯାଇଥିବା ଆଦେଶଗୁଡ଼ିକ ମାନୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।

Recommended Reading