Judges 3:5 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟ କିଣାନୀଯ, ହିତ୍ତୀଯ, ଇ ମାରେିଯ, ପରିଷୀଯ, ହିଦ୍ଦୀଯ, ଏବଂ ୟିବକ୍ସ୍ଟଷୀଯ ସହିତ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ, ଏବଂ ଯିବୂଷୀୟ ସହିତ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଓ କିଣାନୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ।