Judges 3:6 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟ ସହେି ଲୋକମାନଙ୍କର ଝିଅମାନଙ୍କୁ ବିବାହ କରିବାକୁ ଆରମ୍ଭ କଲେ। ସମାନେେ ସମାନଙ୍କେର ଝିଅମାନଙ୍କୁ ସହେି ଲୋକମାନଙ୍କର ପକ୍ସ୍ଟଅମାନଙ୍କ ସହିତ ବିବାହ କରିବାକୁ ଅନକ୍ସ୍ଟମତି ଦେଲେ। ଏହା ବ୍ଯତିତ ଇଶ୍ରାୟେଲୀତ ସହେି ଲୋକମାନଙ୍କର ଦବେତାଗଣକକ୍ସ୍ଟ ପୂଜା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସେମାନଙ୍କ କନ୍ୟାଗଣକୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣକୁ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ସେହି ଲୋକମାନଙ୍କର ଝିଅମାନଙ୍କୁ ବିବାହ କରିବାକୁ ଆରମ୍ଭ କଲେ। ସେମାନେ ସେମାନଙ୍କର ଝିଅମାନଙ୍କୁ ସେହି ଲୋକମାନଙ୍କର ପୁଅମାନଙ୍କ ସହିତ ବିବାହ କରିବାକୁ ଅନୁମତି ଦେଲେ। ଏହା ବ୍ୟତିତ ଇସ୍ରାଏଲୀୟ ସେହି ଲୋକମାନଙ୍କର ଦେବତାଗଣଙ୍କୁ ପୂଜା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।