Judges 3:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଦୃଷ୍ଟି ରେ ଇଶ୍ରାୟେଲିର ଲୋକମାନେ ସବୁ ପ୍ରକାର କର୍ମ ରେ ରତ ଥିଲେ। ଯାହାସବୁ ସଦାପ୍ରଭୁଙ୍କ ଚକ୍ଷକ୍ସ୍ଟ ରେ ପାପ ଥିଲା। ଏବଂ ବାଲ୍ ଦେଶର ଦବେତାଗଣଙ୍କର ପୂଜା କଲେ ଏବଂ ଆଶରୋ ଏବଂ ସଦାପ୍ରଭୁଙ୍କ ବିଷଯସବୁ ପାଶୋରି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କୁ ପାସୋରି ବାଲ୍- ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ବିଗ୍ଭରକ ହେଲେ ଅତ୍ନୀୟେଲ ସଦାପ୍ରଭୁଙ୍କ ଦୃଷ୍ଟିରେ ଇସ୍ରାଏଲୀୟ ଲୋକମାନେ ସବୁ ପ୍ରକାର କର୍ମରେ ରତ ଥିଲେ। ଯାହାସବୁ ସଦାପ୍ରଭୁଙ୍କ ଚକ୍ଷୁରେ ପାପ ଥିଲା। ଏବଂ ବାଲ୍ଦେଶର ଦେବତାଗଣର ଆଶେରା ଦେବିଗଣର ପୂଜା କଲେ ଏବଂ ସଦାପ୍ରଭୁଙ୍କ ବିଷୟସବୁ ପାଶୋରି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।