Judges 3:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୋପ ଇଶ୍ରାୟେଲବାସୀଙ୍କ ଉପରେ ପଡିଲା। ତେଣୁ ସେ ଅରାମ ନହରଯିମର ରାଜା କୂଶନରିଶିଯାଥଯିମର ହସ୍ତ ରେ ଇଶ୍ରାୟେଲବାସୀଙ୍କକ୍ସ୍ଟ ପରାସ୍ତ କଲେ। ତେଣୁ ଇଶ୍ରାୟେଲବାସୀମାନେ ଆଠବର୍ଷ ପର୍ୟ୍ଯନ୍ତ ତାଙ୍କର ସବୋ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ଅରାମ-ନହରୟିମର ରାଜା କୂଶନ-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ କୋପ ଇସ୍ରାଏଲବାସୀଙ୍କ ଉପରେ ପଡ଼ିଲା। ତେଣୁ ସେ ଅରାମ ନହରୟିମର ରାଜା କୂଶନରିଶିୟାଥୟିମର ହସ୍ତରେ ଇସ୍ରାଏଲବାସୀଙ୍କୁ ପରାସ୍ତ କଲେ। ତେଣୁ ଇସ୍ରାଏଲବାସୀମାନେ ଆଠ ବର୍ଷ ପର୍ଯ୍ୟନ୍ତ ତାଙ୍କର ସେବା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ।