Judges 3:9 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସମାନଙ୍କେୁ ସାହାୟ୍ଯ ଓ ରକ୍ଷା କରିବା ପାଇଁ ସଦାପ୍ରଭୁ ଏକ ଲୋକ ପଠାଇଲେ। ସହେି ଲୋକର ନାମ ଥିଲା ଅତ୍ନୀଯଲେ। ସେ ଥିଲେ କାଲବଙ୍କେର ସାନ ଭାଇ କନସରର ପକ୍ସ୍ଟତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବ୍ଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅନିୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ପନ୍ନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସେମାନଙ୍କୁ ସାହାଯ୍ୟ ଓ ରକ୍ଷା କରିବା ପାଇଁ ସଦାପ୍ରଭୁ ଏକ ଲୋକ ପଠାଇଲେ। ସେହି ଲୋକର ନାମ ଥିଲା ଅତ୍ନୀୟେଲ। ସେ ଥିଲେ ‌‌‌କାଲେ‌ବଙ୍କର ସାନ ଭାଇ କ‌ନ୍‌ସରର ପୁତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍‌ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।