Judges 4:1 — Compare Translations
5 translations compared side by side
Odia - 1840
"ଏହୂଦଙ୍କ ମୃତକ୍ସ୍ଟ୍ଯପରେ, ଇଶ୍ରାୟେଲର ଲୋକମାନେ ପରମେଶ୍ବରଙ୍କ ଦୃଷ୍ଟି ରେ ମନ୍ଦ କାର୍ୟ୍ଯମାନ ପକ୍ସ୍ଟନର୍ବାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଏହୂଦ୍ଙ୍କର ମୃତ୍ୟୁ ଉତ୍ତାରେ, ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦବୋରା ବିଗ୍ଭର କାରିଣୀ ଏହୂଦଙ୍କ ମୃତ୍ୟୁପରେ, ଇସ୍ରାଏଲର ଲୋକମାନେ ପରମେଶ୍ୱରଙ୍କ ଦୃଷ୍ଟିରେ ମନ୍ଦକାର୍ଯ୍ୟମାନ ପୁନର୍ବାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏହୂଦଙ୍କର ମୃତ୍ୟୁୁ ପରେ, ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ।