Judges 4:10 — Compare Translations
5 translations compared side by side
Odia - 1840
"ବାରକ୍ କଦେେଶ ସହରର ସବୂଲୂନ୍ ପରିବାରବର୍ଗ ଓ ନଲ୍ଗାଲିର ଲୋକମାନଙ୍କୁ ଏକତ୍ରୀତ କରିଥିଲେ। ଅତଯବ, ସେ 10,000 ସୈନ୍ଯ ଓ ଦବୋରା ତାଙ୍କ ସହିତ ସହାବସ୍ଥାନ କରିବା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବାରକ୍, ସବୂଲୂନ୍ ଓ ନପ୍ତାଲିକି ଏକତ୍ରରେ କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାରକ୍ କେଦଶ ସହରର ସବୂଲୂନ୍ ପରିବାରବର୍ଗ ଓ ନପ୍ତାଲିର ଲୋକମାନଙ୍କୁ ଏକତ୍ରିତ କରିଥିଲେ। ଅତଏବ, ସେ 10,000 ସୈନ୍ୟ ଓ ଦବୋରା ତାଙ୍କ ସହିତ ସହାବସ୍ଥାନ କରିବା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ବାରକ୍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ବାରକ୍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।