Judges 4:11 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ହବରେ ନାମକ ଜଣେ ଲୋକ କନେୀଯରକ୍ସ୍ଟ ଥିଲେ। ସେ ଅନ୍ୟ କନେୀଯଙ୍କକ୍ସ୍ଟ ପରିତ୍ଯାଗ କଲେ। ସମାନେେ ହୋବରର ବଂଶଧରଗଣ ଯେ କି ମାଶାରେ ଶ୍ବଶୂର ଥିଲେ। ହବରେ, ସାନନ୍ନୀମ ନାମକ ଗୋଟିଏ ସ୍ଥାନ କଦେେଶ ପାଖ ରେ ତାଙ୍କର ତମ୍ବୁ ଆଲୋନ୍ ବୃକ୍ଷ ଦ୍ବାରା ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ କେନୀୟ ହେବର କେନୀୟ-ମାନଙ୍କଠାରୁ, ଅର୍ଥାତ୍, ମୋଶାଙ୍କ ପନିୀ-ଭ୍ରାତା ହୋବବ୍ର ସନ୍ତାନମାନଙ୍କଠାରୁ ପୃଥକ୍ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ ବୃକ୍ଷ ପର୍ଯ୍ୟନ୍ତ ତମ୍ଵୁ ସ୍ଥାପନ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ହେବର ନାମକ ଜଣେ ଲୋକ କେନୀୟରୁ ଥିଲେ। ସେ ଅନ୍ୟ କେନୀୟଙ୍କୁ ପରିତ୍ୟାଗ କଲେ। ସେମାନେ ହେବରର ବଂଶଧରଗଣ ଯେ କି ମୋଶାର ଶ୍ୱଶୁର ଥିଲେ। ହେବର, ସାନନ୍ନୀମ ନାମକ ଗୋଟିଏ ସ୍ଥାନ କେଦଶ ପାଖରେ ତାଙ୍କର ତମ୍ବୁ ଅଲୋନବୃକ୍ଷ ଦ୍ୱାରା ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍ର ସନ୍ତାନମାନଙ୍କଠାରୁ ପୃଥକ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍ର ସନ୍ତାନମାନଙ୍କଠାରୁ ପୃଥକ୍ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ୍ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।