Judges 4:12 — Compare Translations

5 translations compared side by side

Odia - 1840
"କହେି ଜଣେ ସୀଷରାକକ୍ସ୍ଟ କହିଲେ, ଯେ ବାରକ୍ ଅବିନଯମର ପକ୍ସ୍ଟତ୍ର ତାବୋର ପର୍ବତ ଉପରକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍ ତାବୋର ପର୍ବତ ଉପରକୁ ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କେହି ଜଣେ ସୀଷରାକୁ କହିଲେ, ଯେ ବାରକ୍ ଅବିନୟମର ପୁତ୍ର ତାବୋର ପର୍ବତ ଉପରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍‍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍‍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।