Judges 4:13 — Compare Translations
5 translations compared side by side
Odia - 1840
"ତେଣୁ ସୀଷରା ନିଜର 900 ରଥଗକ୍ସ୍ଟଡିକ ଓ ତାଙ୍କ ସହିତ ସମସ୍ତ ପୁରୁଷମାନେ ଏବଂ ହରୋଶୋତ୍ଠାରକ୍ସ୍ଟ କୀଶୋନ୍ ନଦୀ ପର୍ୟ୍ଯନ୍ତ ଅଗ୍ରସର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥ-ଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍-ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୀଷରା ନିଜର 900 ରଥଗୁଡ଼ିକ ଓ ତାଙ୍କ ସହିତ ସମସ୍ତ ପୁରୁଷମାନେ ଏବଂ ହରୋଶୋତ୍ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଅଗ୍ରସର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥ ଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।