Judges 4:14 — Compare Translations

5 translations compared side by side

Odia - 1840
"ଏହାପରେ ଦବୋରା ବାରକକକ୍ସ୍ଟ କହିଲେ, ଆଜି ସଦାପ୍ରଭୁ ତୁମ୍ଭକୁ ସହାୟ ହବେେ ସୀଷରାକକ୍ସ୍ଟ ପରାସ୍ତ କରିବା ପାଇଁ ତୁମ୍ଭେ ନିଶ୍ଚିତ ଭାବରେ ଜାଣ ଯେ ସଦାପ୍ରଭୁ ତକ୍ସ୍ଟମ୍ଭ ଆଗେ ଆଗେ ଗଲେ। ତେଣୁ ବାରକ୍ ତାଙ୍କର 10,000 ଲୋକଙ୍କକ୍ସ୍ଟ ତାବୋର ପର୍ବତର ପ୍ରଦେଶକକ୍ସ୍ଟ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦବୋରା ବାରକ୍କୁ କହିଲେ, ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି? ତହିଁରେ ବାରକ୍ ଓ ତାହା ପଛେ ଦଶ ହଜାର ଲୋକ ତାବୋର୍ ପର୍ବତରୁ ଓହ୍ଲାଇ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦବୋରା ବାରକକୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭକୁ ସହାୟ ହେବେ ସୀଷରାକୁ ପରାସ୍ତ କରିବା ପାଇଁ, ତୁମ୍ଭେ ନିଶ୍ଚିତ ଭାବରେ ଜାଣ ଯେ ସଦାପ୍ରଭୁ ତୁମ୍ଭ ଆଗେ ଆଗେ ଗଲେ।” ତେଣୁ ବାରକ୍ ତାଙ୍କର 10,000 ଲୋକଙ୍କୁ ତାବୋର ପର୍ବତର ପ୍ରଦେଶକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦବୋରା ବାରକ୍‍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍‍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦବୋରା ବାରକ୍‍କୁ କହିଲେ, ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇ ଯାଇ ନାହାନ୍ତି? ତହିଁରେ ବାରକ୍‍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।