Judges 4:15 — Compare Translations
5 translations compared side by side
Odia - 1840
"ଯେପରି ବାରକ୍ ଏବଂ ତାଙ୍କର ସମସ୍ତ ସୈନିକ ସୀଷରକକ୍ସ୍ଟ ଆକ୍ରମଣ କଲେ, ସଦାପ୍ରଭୁ ସୀଷରାକକ୍ସ୍ଟ ଓ ତାଙ୍କର ସୈନ୍ଯମାନଙ୍କ ପ୍ରତି ଦ୍ବନ୍ଦ ହେଲେ। ସମାନେେ ସ୍ଥିର କରିପାରିଲେ ନାହିଁ କ'ଣ କରିବେ। ତେଣୁ ବରାକ୍ ଏବଂ ତାଙ୍କର ସୈନ୍ଯମାନେ ସୀଷରର ୈସନ୍ଯମାନଙ୍କୁ ପରାସ୍ତ କଲେ, କିନ୍ତୁ ସୀଷର ରଥରକ୍ସ୍ଟ ଓହ୍ଲାଇ ପଡିଲେ ଏବଂ ଦୌଡି ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ବାରକ୍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ଼୍ଗ ମୁଖରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାରକ୍ ଏବଂ ତାଙ୍କର ସମସ୍ତ ସୈନିକ ସୀଷରାକୁ ଆକ୍ରମଣ କଲେ, ସଦାପ୍ରଭୁ ସୀଷରାକୁ ଓ ତାଙ୍କର ସୈନ୍ୟମାନଙ୍କ ପ୍ରତି ଦ୍ୱନ୍ଦ କଲେ। ସେମାନେ କ’ଣ କରିବେ ତାହା ସ୍ଥିର କରି ପାରିଲେ ନାହିଁ। ତେଣୁ ବାରକ୍ ଏବଂ ତାଙ୍କର ସୈନ୍ୟମାନେ ସୀଷରାର ସୈନ୍ୟମାନଙ୍କୁ ପରାସ୍ତ କଲେ, କିନ୍ତୁ ସୀଷରା ରଥରୁ ଓହ୍ଲାଇ ପଡ଼ିଲେ ଏବଂ ଦୌଡ଼ି ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ବାରକ୍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ବାରକ୍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗ ଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।