Judges 4:16 — Compare Translations

5 translations compared side by side

Odia - 1840
"ବାରକ୍ ସୀଷର୍ ସୈନ୍ଯମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ ଲଗାଇ ରଖିଲେ। ବାରକ୍ ତାଙ୍କ ଲୋକମାନଙ୍କ ସହିତ ହରୋଶୋତ୍, ହଶଯମ ପର୍ୟ୍ଯନ୍ତ ସମସ୍ତ ସମାନଙ୍କେୁ ପେଛ ପେଛ ଗୋଡ଼ାଇଲେ। ତହିଁରେ ସୀଷରାର ସମସ୍ତ ସୈନ୍ଯ ଖଣ୍ତା ଦ୍ବାରା ହଣା ହାଇେ ମଲେ। ଗୋଟିଏ ହେଲେ ବି ବଞ୍ଚିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବାରକ୍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ଼୍‍ଗ ମୁଖରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବାରକ୍ ସୀଷରା ସୈନ୍ୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ଲଗାଇ ରଖିଲେ। ବାରକ୍ ତାଙ୍କ ଲୋକମାନଙ୍କ ସହିତ ହରୋଶୋତ୍, ହଶମୟ ପର୍ଯ୍ୟନ୍ତ ସେମାନଙ୍କୁ ପଛେ ପଛେ ଗୋଡ଼ାଇଲେ। ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଣ୍ତା ଦ୍ୱାରା ହଣା ହୋଇ ମଲେ। ଗୋଟିଏ ହେଲେ ବି ବଞ୍ଚିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବାରକ୍‍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବାରକ୍‍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗ ଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।