Judges 4:17 — Compare Translations
5 translations compared side by side
Odia - 1840
"କିନ୍ତୁ ସୀଷରା ପଳାଯନ କଲା। ସେ ୟାଯଲେ ତମ୍ବୁକକ୍ସ୍ଟ ଦଉଡି ପଳାଇଲା। ଯାୟେଲ ହେଉଛି କନେୀଯ ହବରେ ସ୍ତ୍ରୀ। ସେ ସମୟରେ ହାତ୍ ସୋରର ରାଜା ୟାବୀନ୍ ଓ କନେୀଯ ହବରେ ବଂଶ ମଧିଅରେ ଐକ୍ଯ ଥିଲା। ତେଣୁ ସେ ସଠାେକକ୍ସ୍ଟ ଦୌଡି ପଳାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ଵୁ ଆଡ଼କୁ ଗଲା; କାରଣ ସେସମୟରେ ହାତ୍ସୋରର ରାଜା ଯାବୀନ୍ ଓ କେନୀୟ ହେବର-ବଂଶ ମଧ୍ୟରେ ଐକ୍ୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସୀଷରା ପଳାୟନ କଲା। ସେ ଯାୟେଲ ତମ୍ବୁକୁ ଦୌଡ଼ି ପଳାଇଲା। ଯାୟେଲ ହେଉଛି କେନୀୟ ହେବର ସ୍ତ୍ରୀ। ସେ ସମୟରେ ହାତ୍ସୋରର ରାଜା ଯାବୀନ୍ ଓ କେନୀୟ ହେବରର ବଂଶ ମଧ୍ୟରେ ଐକ୍ୟ ଥିଲା। ତେଣୁ ସେ ସେଠାକୁ ଦୌଡ଼ି ପଳାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ବୁ ଆଡ଼କୁ ଗଲା; କାରଣ ସେସମୟରେ ହାସୋରର ରାଜା ଯାବୀନ୍ ଓ କେନୀୟ ହେବର-ବଂଶ ମଧ୍ୟରେ ଶାନ୍ତିଚୁକ୍ତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି ସୀଷରା ପାଦଗତିରେ ପଳାଇ ସେହି କେନୀୟ ହେବରର ଭାର୍ଯ୍ୟା ଯାୟେଲର ତମ୍ବୁ ଆଡ଼କୁ ଗଲା; କାରଣ ସେସମୟରେ ହାସୋରର ରାଜା ଯାବୀନ୍ ଓ କେନୀୟ ହେବର-ବଂଶ ମଧ୍ୟରେ ଶାନ୍ତିଚୁକ୍ତି ଥିଲା।