Judges 4:18 — Compare Translations
5 translations compared side by side
Odia - 1840
"ୟାଯେଲ୍ ଦେଖିଲେ ସୀଷରା ତାଙ୍କ ଆଡକକ୍ସ୍ଟ ଦୌଡି ଆସକ୍ସ୍ଟଛନ୍ତି। ତେଣୁ ସେ ବାହାରକକ୍ସ୍ଟ ଆସି ତାଙ୍କୁ ଦଖାେ କଲେ। ଯାୟେଲ ସୀଷରାକକ୍ସ୍ଟ କହିଲେ, ମହାଶୟ, ମାରେ ତମ୍ବୁକକ୍ସ୍ଟ ଆସନ୍ତକ୍ସ୍ଟ, ଭୟ କରନ୍ତକ୍ସ୍ଟ ନାହିଁ। ତେଣୁ ସେ ତମ୍ବୁ ଭିତରକକ୍ସ୍ଟ ୟିବା ମାତ୍ ରେ ତାଙ୍କୁ ୟାଯେଲ୍ ଏକ କମ୍ବଳ ଘୋଡାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, ହେ ମୋହର ପ୍ରଭୋ, ଭିତରକୁ ଆସନ୍ତୁ, ମୋହର କତିକି ଆସନ୍ତୁ, ଭୟ ନ କରନ୍ତୁ; ତହିଁରେ ସେ ତାହା ଆଡ଼କୁ ଫେରି ତମ୍ଵୁ ଭିତରକୁ ଯାଆନ୍ତେ, ସେ ଏକ କମ୍ଵଳରେ ତାହାକୁ ଘୋଡ଼ାଇ ରଖିଲା;
Odia Bible ERV 2004 (ପବିତ୍ର ବାଇବଲ)
ଯାୟେଲ ଦେଖିଲେ ସୀଷରା ତାଙ୍କ ଆଡ଼କୁ ଦୌଡ଼ି ଆସୁଛନ୍ତି। ତେଣୁ ସେ ବାହାରକୁ ଆସି ତାଙ୍କୁ ଦେଖା କଲେ। ଯାୟେଲ ସୀଷରାକୁ କହିଲେ, “ମହାଶୟ, ମୋର ତମ୍ବୁକୁ ଆସନ୍ତୁ, ଭୟ କରନ୍ତୁ ନାହିଁ।” ତେଣୁ ସେ ତମ୍ବୁ ଭିତରକୁ ଯିବା ମାତ୍ରେ ତାଙ୍କୁ ଯାୟେଲ ଏକ କମ୍ବଳ ଘୋଡ଼ାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, “ହେ ମୋହର ପ୍ରଭୋ, ଭିତରକୁ ଆସନ୍ତୁ, ମୋହର ନିକଟକୁ ଆସନ୍ତୁ, ଭୟ ନ କରନ୍ତୁ;” ତହିଁରେ ସେ ତାହା ଆଡ଼କୁ ଫେରି ତମ୍ବୁ ଭିତରକୁ ଯାଆନ୍ତେ, ସେ ଏକ କମ୍ବଳରେ ତାହାକୁ ଘୋଡ଼ାଇ ରଖିଲା;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯାୟେଲ ସୀଷରାକୁ ଭେଟିବାକୁ ବାହାରେ ଯାଇ ତାହାକୁ କହିଲା, ହେ ମୋହର ପ୍ରଭୁ, ଭିତରକୁ ଆସନ୍ତୁ, ମୋହର ନିକଟକୁ ଆସନ୍ତୁ, ଭୟ ନ କରନ୍ତୁ; ତହିଁରେ ସେ ତାହା ଆଡ଼କୁ ଫେରି ତମ୍ବୁ ଭିତରକୁ ଯାଆନ୍ତେ, ସେ ଏକ କମ୍ବଳରେ ତାହାକୁ ଘୋଡ଼ାଇ ରଖିଲା;