Judges 4:19 — Compare Translations
5 translations compared side by side
Odia - 1840
"ଶଷେ ରେ ୟାଯଲକେକ୍ସ୍ଟ କହିଲେ, ମୁ ଭାରି ତକ୍ସ୍ଟଷାର୍ତ୍ତ, ମାେତେ କିଛି ପାଣି ପିଇବାକକ୍ସ୍ଟ ଦିଅ।ୟାଯଲେ ତାଙ୍କୁ ଏକ ଚମଡା ବୋତଲ ରେ କିଛି କ୍ଷୀର ପିଇବାକକ୍ସ୍ଟ ଦେଲେ ଓ ତା'ପରେ ତାକକ୍ସ୍ଟ କମ୍ବଳ ଘୋଡାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସୀଷରା ତାହାକୁ କହିଲା, ମୋତେ ଟିକିଏ ଜଳ ପିଆଅନା; ମୁଁ ତୃଷିତ ଅଟେ । ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୀଷରା ଯାୟେଲକୁ କହିଲେ, “ମୁଁ ଭାରି ତୃଷାର୍ତ୍ତ, ମୋତେ କିଛି ପାଣି ପିଇବାକୁ ଦିଅ।” ଯାୟେଲ ତାଙ୍କୁ ଏକ ଚମଡ଼ା ବୋତଲରେ କିଛି କ୍ଷୀର ପିଇବାକୁ ଦେଲେ ଓ ତା’ପରେ ତାକୁ କମ୍ବଳ ଘୋଡ଼ାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସୀଷରା ତାହାକୁ କହିଲା, “ମୋତେ ଟିକିଏ ଜଳ ପିଆଅନା;” ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସୀଷରା ତାହାକୁ କହିଲା, ମୋତେ ଟିକିଏ ଜଳ ପିଆଅନା; ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା।