Judges 4:2 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ହାତ୍ସୋର ରେ ରାଜତ୍ବକାରୀ କିଣାନୀଯ ରାଜା ୟାବୀନର ହସ୍ତ ରେ ଇଶ୍ରାୟେଲ ସନ୍ତାନଗଣକକ୍ସ୍ଟ ପରାସ୍ତ କରାଇଲେ। ୟାବିନ୍ର ହାରୋଶୋତ୍ ରେ ରାଜତ୍ବ କରୁଥିଲେ। ଅନ୍ୟ ଦେଶୀଯମାନଙ୍କ ହାରୋଶୋତ୍ ନିବାସୀ ସୀଷରା ତା'ର ସନୋପତି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ହାତ୍ସୋରରେ ରାଜତ୍ଵକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହାରୋଶୋତ୍-ନିବାସୀ ସୀଷରା ତାହାର ସେନାପତି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ହାତ୍ସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ଇସ୍ରାଏଲ ସନ୍ତାନଗଣକୁ ପରାସ୍ତ କରାଇଲେ। ଯାବୀନ୍ ହାରୋଶୋତ୍ରେ ରାଜତ୍ୱ କରୁଥିଲେ। ଅନ୍ୟ ଦେଶୀୟମାନଙ୍କ ହାରୋଶୋତ୍ ନିବାସୀ ସୀଷରା ତା’ର ସେନାପତି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍-ନିବାସୀ ସୀଷରା ତାହାର ସେନାପତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍-ନିବାସୀ ସୀଷରା ତାହାର ସେନାପତି ଥିଲା।