Judges 4:20 — Compare Translations

5 translations compared side by side

Odia - 1840
"ତା'ପରେ ସୀଷରା ଯାୟେଲକକ୍ସ୍ଟ କହିଲା, ୟାଅ, ତମ୍ବୁର ପ୍ରଦେଶ ଦ୍ବାର ରେ ଠିଆ ହକ୍ସ୍ଟଅ। ଯଦି କହେି ଲୋକ ଆସି ତୁମ୍ଭକୁ ପଗ୍ଭରନ୍ତି, 'ଭିତ ରେ କହେି ଅଛନ୍ତି କି?' ତୁମ୍ଭେ, କହିବା ଉଚିତ୍, 'ନାଁ ଭିତ ରେ କହେି ନାହାଁନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସୀଷରା ତାହାକୁ କହିଲା, ତୁମ୍ଭେ ତମ୍ଵୁ-ଦ୍ଵାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ଏଠାରେ କୌଣସି ମନୁଷ୍ୟ ଅଛି କି? ତେବେ ତୁମ୍ଭେ କହିବ, କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସୀଷରା ଯାୟେଲକୁ କହିଲା, “ଯାଅ, ତମ୍ବୁର ପ୍ରବେଶ ଦ୍ୱାରରେ ଠିଆ ହୁଅ। ଯଦି କେହି ଆସି ତୁମ୍ଭକୁ ପଗ୍ଭରନ୍ତି, ‘ଭିତରେ କେହି ଅଛନ୍ତି କି?’ ତୁମ୍ଭେ, କହିବା ଉଚିତ୍, ‘ନାଁ ଭିତରେ କେହି ନାହାନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସୀଷରା ତାହାକୁ କହିଲା, “ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ‘ଏଠାରେ କୌଣସି ମନୁଷ୍ୟ ଅଛି କି?’ ତେବେ ତୁମ୍ଭେ କହିବ, ‘କେହି ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସୀଷରା ତାହାକୁ କହିଲା, ତୁମ୍ଭେ ତମ୍ବୁ ଦ୍ୱାରରେ ଛିଡ଼ା ହୋଇଥାଅ, ଯେବେ କେହି ଆସି ତୁମ୍ଭକୁ ପଚାରି କହେ, ଏଠାରେ କୌଣସି ମନୁଷ୍ୟ ଅଛି କି? ତେବେ ତୁମ୍ଭେ କହିବ, କେହି ନାହିଁ।