Judges 4:21 — Compare Translations
5 translations compared side by side
Odia - 1840
"କିନ୍ତୁ ଯାୟେଲ୍ ତମ୍ବୁର ଏକ ଖକ୍ସ୍ଟଣ୍ଟି ଓ ଏକ ହାତକ୍ସ୍ଟଡି ପାଇଲେ। ସୀଷରା କ୍ଲାନ୍ତ ରେ ଶାଇେ ଥିବା ସମୟରେ ଯାୟେଲ ଖକ୍ସ୍ଟଣ୍ଟିଟିକକ୍ସ୍ଟ ତା'ର ମକ୍ସ୍ଟଣ୍ତ ରେ ଦଇେ ହାତକ୍ସ୍ଟଡି ରେ ଆଘାତ କରନ୍ତେ ଖକ୍ସ୍ଟଣ୍ଟିଟି ସୀଷରାର ମକ୍ସ୍ଟଣ୍ତ ରେ ଫକ୍ସ୍ଟଟି ମାଟି ରେ ପଶିଗଲା! ଏହିପରି ଭାବରେ ସୀଷରା ମୃତକ୍ସ୍ଟ୍ଯ ବରଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ହେବରର ଭାର୍ଯ୍ୟା ଯାୟେଲ ତମ୍ଵୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକି ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାୟେଲ ତମ୍ବୁର ଏକ ଖୁଣ୍ଟି ଓ ଏକ ହାତୁଡ଼ି ପାଇଲେ। ସୀଷରା କ୍ଳାନ୍ତରେ ଶୋଇଥିବା ସମୟରେ ଯାୟେଲ ଖୁଣ୍ଟିଟିକୁ ତା’ର ମୁଣ୍ଡରେ ଦେଇ ହାତୁଡ଼ିରେ ଆଘାତ କରନ୍ତେ ଖୁଣ୍ଟିଟି ସୀଷରାର ମୁଣ୍ଡରେ ଫୁଟି ମାଟିରେ ପଶିଗଲା! ଏହିପରି ଭାବରେ ସୀଷରା ମୃତ୍ୟୁବରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁ-ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକି ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା।