Judges 4:22 — Compare Translations

5 translations compared side by side

Odia - 1840
"ଠିକ୍ ଏହାପରେ ବାରକ୍ ସୀଷରାକକ୍ସ୍ଟ ଖାଜେି ଖାଜେି ତମ୍ବୁ ନିକଟରେ ପହଁଞ୍ଚିଲା। ଯାୟେଲ ତମ୍ବୁରକ୍ସ୍ଟ ବାହାରକକ୍ସ୍ଟ ଆସି ତାଙ୍କୁ ସାକ୍ଷାତ କଲା ଏବଂ କହିଲା, ଭିତରକକ୍ସ୍ଟ ଆସନ୍ତକ୍ସ୍ଟ, ମୁ ତୁମ୍ଭକୁ ଦଖାଇବେି ତୁମ୍ଭେ ଯେଉଁ ଲୋକକୁ ଖାଜେକ୍ସ୍ଟଅଛା ତେଣୁ ବାରକ୍ ଯାୟେଲ ସହିତ ତମ୍ବୁ ଭିତରକକ୍ସ୍ଟ ପ୍ରବେଶ କଲା! ସଠାେରେ ସେ ତମ୍ବୁ ଖକ୍ସ୍ଟଣ୍ଟ ମକ୍ସ୍ଟଣ୍ତ ରେ ପଶି ମୃତକ୍ସ୍ଟ୍ଯବରଣ କରିଥିବା ସୀଷରାର ମୃତ ଶରୀର ପଡିଥିବାର ସେ ପାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ବାରକ୍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି । ତହିଁରେ ସେ ତାହା ନିକଟକୁ ଆସିଲାନ୍ତଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ଵୁ-ମେଖ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ଏହା ପରେ ବାରକ୍ ସୀଷରାକୁ ଖୋଜି ଖୋଜି ତମ୍ବୁ ନିକଟରେ ପହଞ୍ଚିଲା। ଯାୟେଲ ତମ୍ବୁରୁ ବାହାରକୁ ଆସି ତାଙ୍କୁ ସାକ୍ଷାତ କଲା ଏବଂ କହିଲା, “ଭିତରକୁ ଆସ, ତୁମ୍ଭେ ଯେଉଁ ଲୋକକୁ ଖୋଜୁଅଛ ମୁଁ ତୁମ୍ଭକୁ ଦେଖାଇବି।” ତେଣୁ ବାରକ୍ ଯାୟେଲ ସହିତ ତମ୍ବୁ ଭିତରକୁ ପ୍ରବେଶ କଲା! ସେଠାରେ ସେ ତମ୍ବୁ ଖୁଣ୍ଟ ମୁଣ୍ଡରେ ପଶି ମୃତ୍ୟୁବରଣ କରିଥିବା ସୀଷରାର ମୃତ ଶରୀର ପଡ଼ିଥିବାର ସେ ପାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ବାରକ୍‍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, “ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି।” ତହିଁରେ ସେ ତାହା ନିକଟକୁ ଆସିଲା; ଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ବୁ ମେଖ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ବାରକ୍‍ ସୀଷରାର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ଯାୟେଲ ତାହାକୁ ଭେଟିବା ପାଇଁ ବାହାରକୁ ଯାଇ କହିଲା, ଆସ, ତୁମ୍ଭେ ଯାହାକୁ ଖୋଜୁଅଛ, ମୁଁ ସେହି ମନୁଷ୍ୟକୁ ଦେଖାଇବି। ତହିଁରେ ସେ ତାହା ନିକଟକୁ ଆସିଲା; ଆଉ ଦେଖ, ସୀଷରା ମୃତ ହୋଇ ପଡ଼ିଅଛି, ଆଉ ତାହାର କର୍ଣ୍ଣ ମୂଳ ଭିତରେ ତମ୍ବୁ ମେଖ ରହିଅଛି।