Judges 4:23 — Compare Translations

5 translations compared side by side

Odia - 1840
"ସହେିଦିନ, ପରମେଶ୍ବର ଇଶ୍ରାୟେଲ ଲୋକମାନଙ୍କ ଆଗ ରେ କିଣାନୀଯ ରାଜା ୟାବୀନକକ୍ସ୍ଟ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ପରମେଶ୍ଵର ସେହି ଦିନ କିଣାନୀୟ ରାଜା ଯାବୀନ୍‍ଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ନତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ, ପରମେଶ୍ୱର ଇସ୍ରାଏଲ ଲୋକମାନଙ୍କ ଆଗରେ କିଣାନୀୟ ରାଜା ଯାବୀନକୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍‍ଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ନତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ପରମେଶ୍ୱର ସେହି ଦିନ କିଣାନୀୟ ରାଜା ଯାବୀନ୍‍ଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ନତ କଲେ।