Judges 4:24 — Compare Translations
5 translations compared side by side
Odia - 1840
"ଦିନକକ୍ସ୍ଟ ଦିନ ଇଶ୍ରାୟେଲର ଲୋକମାନେ ଅଧିକ ପରାକ୍ରମରକ୍ସ୍ଟ ପରାକ୍ରମଶାଳୀ ହେଲେ, ସମାନେେ କିଣାନୀଯ ରାଜା ୟାବିନୀକକ୍ସ୍ଟ ପରାସ୍ତ କଲେ ଏବଂ ଶଷେ ରେ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦିନକୁ ଦିନ ଇସ୍ରାଏଲର ଲୋକମାନେ ଅଧିକ ପରାକ୍ରମରୁ ପରାକ୍ରମଶାଳୀ ହେଲେ, ସେମାନେ କିଣାନୀୟ ରାଜା ଯାବୀନକୁ ପରାସ୍ତ କଲେ ଏବଂ ଶେଷରେ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ କିଣାନୀୟ ରାଜା ଯାବୀନ୍ଙ୍କୁ ସଂହାର କରିବା ପର୍ଯ୍ୟନ୍ତ ସେହି କିଣାନୀୟ ରାଜା ଯାବୀନ୍ ବିରୁଦ୍ଧରେ ସେମାନଙ୍କ ହସ୍ତ ଆହୁରି ଆହୁରି ପ୍ରବଳ ହେଲା।