Judges 4:3 — Compare Translations
5 translations compared side by side
Odia - 1840
"ସୀଷରା 900 ଲୌହ ନିର୍ମିତ ରଥ ଥିଲା ଏବଂ ସେ ଇଶ୍ରାୟେଲର ଲୋକମାନେ ପ୍ରତି କୋଡିଏ ବର୍ଷ ଧରି ଶୋଷଣ କଲେ ଏବଂ ଅତ୍ଯାଗ୍ଭର କଲେ। ତେଣୁ ଇଶ୍ରାୟେଲର ଲୋକମାନେ ସମାନଙ୍କେ ସାହାୟ୍ଯ କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି କଠୋର ଦୌରାତ୍ମ୍ୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୀଷରାର 900 ଲୌହ ନିର୍ମିତ ରଥ ଥିଲା ଏବଂ ସେ ଇସ୍ରାଏଲର ଲୋକମାନଙ୍କ ପ୍ରତି କୋଡ଼ିଏ ବର୍ଷ ଧରି ଶୋଷଣ କଲେ ଏବଂ ଅତ୍ୟାଗ୍ଭର କଲେ। ତେଣୁ ଇସ୍ରାଏଲର ଲୋକମାନେ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା।