Judges 4:5 — Compare Translations

5 translations compared side by side

Odia - 1840
"ଦିନେ, ଦବୋରା ଏକ ଖଜର୍କ୍ସ୍ଟରୀ ଗଛ ତଳେ ବସିଥିଲେ। ଇଶ୍ରାୟେଲର ଲୋକମାନେ ଗୋଟିଏ ମୀମାଂସ ପାଇଁ ତାଙ୍କ ନିକଟକକ୍ସ୍ଟ, ସୀଷରା ସମ୍ବନ୍ଧ ରେ ଆସିଲେ। ସହେି ଖଜର୍କ୍ସ୍ଟରୀ ଗଛଟି ରାମା ଓ ବୈଥେଲ୍ ମଧ୍ଯ ଇଫ୍ରଯିମ ପର୍ବତମଯ ଦେଶ ରେ ଅବସ୍ଥିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବୈଥେଲ୍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁରବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦିନେ, ଦବୋରା ଏକ ଖର୍ଜ୍ଜୁର ଗଛ ତଳେ ବସିଥିଲେ। ଇସ୍ରାଏଲର ଲୋକମାନେ ଗୋଟିଏ ମୀମାଂସା ପାଇଁ ତାଙ୍କ ନିକଟକୁ, ସୀଷରା ସମ୍ବନ୍ଧରେ ଆସିଲେ। ସେହି ଖର୍ଜ୍ଜୁର ଗଛଟି ରାମା ଓ ବୈଥେଲ୍ ମଧ୍ୟରେ ଇଫ୍ରୟିମ ପର୍ବତମୟ ଦେଶରେ ଅବସ୍ଥିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍‍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁର ବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍‍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁରବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ।