Judges 4:6 — Compare Translations
5 translations compared side by side
Odia - 1840
"ଦବୋରା ଏକ ଦୂତ ବାରକ ପାଖକକ୍ସ୍ଟ ପଠାଇଲେ। ସେ ତାଙ୍କୁ ଭଟେିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋଯମର ପକ୍ସ୍ଟତ୍ର ଥିଲେ। ବାରକ ନଲ୍ଗାଲି ସହର ରେ କଦେଶ ରେ ବାସ କରୁଥିଲେ। ଦବୋରା ବାରକକକ୍ସ୍ଟ କହିଲେ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, 'ନଲ୍ଗାଲି ପରିବାରବର୍ଗ ଏବଂ ସବୂଲୂନର 10,000 ଲୋକଙ୍କକ୍ସ୍ଟ ଏକତ୍ରୀତ କର ଓ ସମାନଙ୍କେୁ ତାବୋର ପର୍ବତକକ୍ସ୍ଟ ଆଗଇେ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍କୁ ଡକାଇ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ୍-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?
Odia Bible ERV 2004 (ପବିତ୍ର ବାଇବଲ)
ଦବୋରା ଏକ ଦୂତ ବାରକ ପାଖକୁ ପଠାଇଲେ। ସେ ତାଙ୍କୁ ଭେଟିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋୟମର ପୁତ୍ର ଥିଲେ। ବାରକ ନପ୍ତାଲି ସହରରେ କେଦଶରେ ବାସ କରୁଥିଲେ। ଦବୋରା ବାରକକୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, ‘ନପ୍ତାଲି ପରିବାରବର୍ଗ ଏବଂ ସବୂଲୂନର 10,000 ଲୋକଙ୍କୁ ଏକତ୍ରିତ କର ଓ ସେମାନଙ୍କୁ ତାବୋର ପର୍ବତକୁ ଆଗେଇ ନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍କୁ ଡକାଇ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?