Judges 4:7 — Compare Translations
5 translations compared side by side
Odia - 1840
"ମୁ ୟାବୀନର ସନୋପତି ସୀଷରାକକ୍ସ୍ଟ ଆଗଇେ ନବେି, ତା'ର ରଥକକ୍ସ୍ଟ ଓ ତାଙ୍କ ଲୋକମାନଙ୍କୁ କୀଶୋନ୍ ନଦୀ ପାଖ ରେ ତୁମ୍ଭକୁ ଓ ସମାନଙ୍କେୁ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେ ଯାବୀନ୍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍ ନଦୀ କତିକି ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯାବୀନ୍ର ସେନାପତି ସୀଷରାକୁ ଆଗେଇ ନେବି, ତା’ର ରଥକୁ ଓ ତାଙ୍କ ଲୋକମାନଙ୍କୁ କୀଶୋନ୍ ନଦୀ ପାଖରେ ତୁମ୍ଭକୁ ଓ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେ ଯାବୀନ୍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେ ଯାବୀନ୍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।