Judges 4:8 — Compare Translations

5 translations compared side by side

Odia - 1840
"ଏହାପରେ ବରାକ୍ ଦବୋରାଙ୍କକ୍ସ୍ଟ କହିଲେ, ମୁ ଏପରି ୟାଇ କରିବି ଯଦି ତୁମ୍ଭେ ମାେ ସହିତ ୟିବ। ଯଦି ତୁମ୍ଭେ ମାେ ସହିତ ନ ୟିବ ତବେେ ମୁ ୟିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବାରକ୍ ତାଙ୍କୁ କହିଲା, ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବାରକ୍ ଦବୋରାଙ୍କୁ କହିଲେ, “ମୁଁ ଯାଇ ଏପରି କରିବି ଯଦି ତୁମ୍ଭେ ମୋ’ ସହିତ ଯିବ। ଯଦି ତୁମ୍ଭେ ମୋ’ ସହିତ ନ ଯିବ ତେବେ ମୁଁ ଯିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବାରକ୍‍ ଦବୋରାଙ୍କୁ କହିଲା, “ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ବାରକ୍‍ ଦବୋରାଙ୍କୁ କହିଲା, ତୁମ୍ଭେ ଯେବେ ମୋ’ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋ’ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।