Judges 4:9 — Compare Translations

5 translations compared side by side

Odia - 1840
"ତେଣୁ ସେ କହିଲେ, ମୁ ତକ୍ସ୍ଟମ୍ଭ ସହିତ ୟିବି। କିନ୍ତୁ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭର ପଥ ଗୌରବ ଆଡକକ୍ସ୍ଟ ୟିବ ନାହିଁ। ସଦାପ୍ରଭୁ ଗୋଟିଏ ସ୍ତ୍ରୀ ଲୋକ ଦ୍ବାରା ସୀଷରୀକକ୍ସ୍ଟ ପରାସ୍ତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ କହିଲେ, ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ । ଏ ଉତ୍ତାରେ ଦବୋରା ଉଠି ବାରକ୍ ସଙ୍ଗରେ କେଦଶକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ କହିଲେ, “ମୁଁ ତୁମ୍ଭ ସହିତ ଯିବି। କିନ୍ତୁ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭର ପଥ ଗୌରବ ଆଡ଼କୁ ଯିବ ନାହିଁ। ସଦାପ୍ରଭୁ ଗୋଟିଏ ସ୍ତ୍ରୀଲୋକ ଦ୍ୱାରା ସୀଷରାକୁ ପରାସ୍ତ କରିବେ।” ତେଣୁ ଦବୋରା ବାରକ୍ ସହିତ କେଦଶକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ କହିଲେ, “ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ।” ଏଉତ୍ତାରେ ଦବୋରା ଉଠି ବାରକ୍‍ ସଙ୍ଗରେ କେଦଶକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ କହିଲେ, ମୁଁ ନିଶ୍ଚୟ ତୁମ୍ଭ ସଙ୍ଗେ ଯିବି; ତଥାପି ଏହି ଯାତ୍ରାରେ ତୁମ୍ଭର ଯଶ ହେବ ନାହିଁ; କାରଣ ସଦାପ୍ରଭୁ ସୀଷରାକୁ ଏକ ସ୍ତ୍ରୀ ହସ୍ତରେ ବିକ୍ରୟ କରିବେ। ଏ ଉତ୍ତାରେ ଦବୋରା ଉଠି ବାରକ୍‍ ସଙ୍ଗରେ କେଦଶକୁ ଗଲେ।