Judges 5:1 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ସନ୍ତାନଗଣ ଯେଉଁଦିନ ସୀଷରାକକ୍ସ୍ଟ ପରାସ୍ତ କଲେ। ସହେିଦିନ ଦବୋରା ଓ ବାରକ୍ ଅବୀନୋଯମର ପକ୍ସ୍ଟତ୍ର ଏହି ସଂଗୀତ ଗାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍ ଗାୟନ କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଦବୋରାର ସଙ୍ଗୀତ ଇସ୍ରାଏଲ ସନ୍ତାନଗଣ ଯେଉଁ ଦିନ ସୀଷରାକୁ ପରାସ୍ତ କଲେ। ସେହି ଦିନ ଦବୋରା ଓ ବାରକ୍ ଅବୀନୋୟମର ପୁତ୍ର ଏହି ସଙ୍ଗୀତ ଗାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍‍ ଗାୟନ କରି କହିଲେ:
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଦବୋରା ଓ ଅବୀନୋୟମର ପୁତ୍ର ବାରକ୍‍ ଗାୟନ କରି କହିଲେ: