Judges 5:10 — Compare Translations
5 translations compared side by side
Odia - 1840
"ହେ ଶ୍ବତଗେର୍ଦ୍ଧଭୀ-ଆରୋହିମାନେ, ହେ ଗାଲିଗ୍ଭ ରେ ବସିବା ଲୋକମାନେ, ହେ ପଥର ରେ ଗମନକାରୀମାନେ! ତୁମ୍ଭମାନେେ ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଶ୍ଵେତଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀ-ମାନେ, ତୁମ୍ଭେମାନେ ଗାନ କର ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଶ୍ୱେତଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଗ୍ଭରେ ବସିବା ଲୋକମାନେ, ହେ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।
Odia IRV 2017 (ଓଡିଆ ବାଇବେଲ)
ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।