Judges 5:11 — Compare Translations
5 translations compared side by side
Odia - 1840
"ଧନକ୍ସ୍ଟର୍ଦ୍ଧରମାନଙ୍କ ଶଦ୍ଦରକ୍ସ୍ଟ ଦୂର ରେ, ଜଳକଢା ସ୍ଥଳମାନଙ୍କ ରେ ଲୋକମାନେ ସଦାପ୍ରଭୁଙ୍କର ଧର୍ମକ୍ରିଯା ଓ ଇଶ୍ରାୟେଲ ମଧିଅରେ ତାଙ୍କ ଶାସନ ସମ୍ବନ୍ଧୀଯ ଧର୍ମକ୍ରିଯା ସଂକିର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ବାରକକ୍ସ୍ଟ ଓହ୍ଲାଇ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧନୁର୍ଦ୍ଧରମାନଙ୍କ ଶଦ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ଵନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ । ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗର ଦ୍ଵାରରୁ ଓହ୍ଲାଇ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନଙ୍କରେ ଲୋକମାନେ ସଦାପ୍ରଭୁଙ୍କର ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରକୁ ଓହ୍ଲାଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।