Judges 5:13 — Compare Translations
5 translations compared side by side
Odia - 1840
"ତା'ପରେ ବଞ୍ଚି ରହିୟାଇଥିବା ବ୍ଯକ୍ତିମାନେ ଶକ୍ତିଶାଳୀ ଲୋକମାନଙ୍କ ଉପରେ ବିଜଯୀ ହେଲେ, ସଦାପ୍ରଭୁଙ୍କର ଲୋକମାନେ ଶକ୍ତିମାନ ଲୋକମାନଙ୍କ ଉପରେ ବିଜଯୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ପ୍ରତିକୂଳରେ ଓହ୍ଲାଇ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ବଞ୍ଚି ରହି ଯାଇଥିବା ବ୍ୟକ୍ତିମାନେ ଶକ୍ତିଶାଳୀ ଲୋକମାନଙ୍କ ଉପରେ ବିଜୟୀ ହେଲେ, ସଦାପ୍ରଭୁଙ୍କର ଲୋକମାନେ ଶକ୍ତିମାନ ଲୋକମାନଙ୍କ ଉପରେ ବିଜୟୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ପ୍ରଧାନମାନଙ୍କ ମଧ୍ୟରୁ ଅବଶିଷ୍ଟ ଥୋକାଏ ଓ ଲୋକମାନେ ଓହ୍ଲାଇ ଆସିଲେ, ସଦାପ୍ରଭୁ ଆମ୍ଭର ସପକ୍ଷ ହୋଇ ସେହି ବୀରମାନଙ୍କ ବିରୁଦ୍ଧରେ ଓହ୍ଲାଇ ଆସିଲେ।