Judges 5:15 — Compare Translations
5 translations compared side by side
Odia - 1840
"ଇଷାଖର ଅଧିପତିମାନେ ସବୁ ଦବୋରା ସଙ୍ଗ ରେ ଥିଲେ। ଇଷାଖର ଯମେିତି ବାରକ୍ ମଧ୍ଯ ସମେିତି ଥିଲା। ସମାନେେ ତଳ ଭୂମିଆଡେ ମାଡିଗଲେ। ରୂବନରେ ଷୋର୍ତ ସମକ୍ସ୍ଟହ ଗକ୍ସ୍ଟରକ୍ସ୍ଟତର ମନଭାବନା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ । ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଷାଖର ଅଧିପତିମାନେ ସବୁ ଦବୋରା ସଙ୍ଗରେ ଥିଲେ। ଇଷାଖର ଯେମିତି ବାରକ୍ ମଧ୍ୟ ସେମିତି ଥିଲା। ସେମାନେ ତଳ ଭୂମିଆଡ଼େ ମାଡ଼ିଗଲେ। “ରୁବେନ୍ର ସ୍ରୋତସମୂହ ଗୁରୁତର ମନୋଭାବନା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।