Judges 5:16 — Compare Translations

5 translations compared side by side

Odia - 1840
"ତୁମ୍ଭେ କାହିଁକି? ମଷେଶାଳା ମଧିଅରେ ବସିଲ। ମଷେପଲ ମଧ୍ଯେ ବଂଶୀନାଦ ଶୁଣିବାକୁ, କିଅବା ରୂବନ୍ରେ ସମକ୍ସ୍ଟହଁ ରେ ସୋର୍ତ ମନଭାବନା ହେଲା ଗକ୍ସ୍ଟରକ୍ସ୍ଟତର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷପଲ ନିକଟରେ ବଂଶୀନାଦ ଶୁଣିବାକୁ? ରୁବେନ୍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ? ମେଷପଲ ମଧ୍ୟ ବଂଶୀନାଦ ଶୁଣିବାକୁ, କିଅବା ରୁବେ‌ନ୍‌ର ସମୂହରେ ସ୍ରୋତ ମନୋଭାବନା ହେଲା ଗୁରୁତର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷପଲ ନିକଟରେ ବଂଶୀନାଦ ଶୁଣିବାକୁ? ରୁବେନ୍‍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ, କି ମେଷ ପଲ ନିକଟରେ ବଂଶୀନାଦ ଶୁଣିବାକୁ? ରୁବେନ୍‍ର ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।