Judges 5:17 — Compare Translations

5 translations compared side by side

Odia - 1840
"ଗିଲିଯଦ ଲୋକମାନେ ୟର୍ଦ୍ଦନ ନଦୀ ସପୋରି ରେ ସମାନଙ୍କେ ଚ୍ଛାଉଣୀ ରେ ବାସ କଲେ। ଆଉ ଦାନ ଜାହାଜଗକ୍ସ୍ଟଡିକରେ କାହିଁକି ରହିଲା? ଆଶରେ ସମକ୍ସ୍ଟଦ୍ର ତୀ ରେ ବସି ରହିଥିଲା। ସେ ନିଜ ବନ୍ଦର ନିକଟରେ ବାସକଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗିଲିୟଦ୍ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର୍ ସମୁଦ୍ରତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗିଲିୟଦ ଲୋକମାନେ ଯର୍ଦ୍ଦନ ନଦୀ ସେପାରିରେ ସେମାନଙ୍କ ଛାଉଣିରେ ବାସ କଲେ। ଆଉ ଦାନ ଜାହାଜଗୁଡ଼ିକରେ କାହିଁକି ରହିଲା? ଆଶେର ସମୁଦ୍ର ତୀରେ ବସି ରହିଥିଲା। ସେ ନିଜ ବନ୍ଦର ନିକଟରେ ବାସକଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ର ତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା।
Odia IRV 2017 (ଓଡିଆ ବାଇବେଲ)
ଗିଲୀୟଦ ଯର୍ଦ୍ଦନ ସେପାରିରେ ବାସ କଲା, ଆଉ ଦାନ୍ କାହିଁକି ଜାହାଜରେ ରହିଲା? ଆଶେର ସମୁଦ୍ରତୀରରେ ବସି ରହିଲା ଓ ଆପଣା ବନ୍ଦର ନିକଟରେ ବାସ କଲା।