Judges 5:18 — Compare Translations
5 translations compared side by side
Odia - 1840
"ସବୂଲୂନ ମରଣ ପର୍ୟ୍ଯନ୍ତେ ପ୍ରଣାମକାରୀ ଲୋକ ହେଲା। ଉଚ୍ଚସ୍ଥାନ ନଲ୍ଗାଲି କ୍ଷେତ୍ର ରେ ପ୍ରାଣପଣ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବୂଲୂନ୍ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା । ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା) ।
Odia Bible ERV 2004 (ପବିତ୍ର ବାଇବଲ)
“ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରଣାମକାରୀ ଲୋକ ହେଲା। ଉଚ୍ଚସ୍ଥାନ ନପ୍ତାଲି କ୍ଷେତ୍ରରେ ପ୍ରାଣପଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।
Odia IRV 2017 (ଓଡିଆ ବାଇବେଲ)
ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।