Judges 5:19 — Compare Translations

5 translations compared side by side

Odia - 1840
"କୀଣାନୀଯ ରାଜାମାନେ ୟକ୍ସ୍ଟଦ୍ଧ କରିଥିଲେ। ସମାନେେ କୌଣସି ସିନ୍ଦକ୍ସ୍ଟକ ପାଇ ନ ଥିଲେ। ସମାନେେ ତାନକରେ ୟକ୍ସ୍ଟଦ୍ଧ କରିଥିଲେ। ମାଗିଦୋର ଜଳତୀରସ୍ଥ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜଗଣ ମଗିଦ୍ଦୋର ଜଳତୀରସ୍ଥ ତାନକରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କୀଣାନୀୟ ରାଜାମାନେ ଯୁଦ୍ଧ କରିଥିଲେ। ସେମାନେ କୌଣସି ସିନ୍ଦୁକ ପାଇ ନ ଥିଲେ। ସେମାନେ ମାଗିଦୋର ଜଳତୀରସ୍ଥ, ତାନକରେ ଯୁଦ୍ଧ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍‍‍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।