Judges 5:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ପୁରୁଷମାନେ ୟକ୍ସ୍ଟଦ୍ଧ ପାଇଁ ପ୍ରସ୍ତକ୍ସ୍ଟତ ହେଲେ। ସମାନେେ ସୂତସ୍ପୃତ ଭାବରେ ନିଜକକ୍ସ୍ଟ ୟକ୍ସ୍ଟଦ୍ଧ ପାଇଁ ଉତ୍ସର୍ଗ କଲେ। ଏଥିପାଇଁ ତକ୍ସ୍ଟମେ ସଦାପ୍ରଭୁଙ୍କର ଧନ୍ଯବାଦ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ଵଚ୍ଛନ୍ଦରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ପୁରୁଷମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ। ସେମାନେ ସୂତଃସ୍ପୁର୍ତ୍ତ ଭାବରେ ନିଜକୁ ଯୁଦ୍ଧ ପାଇଁ ଉତ୍ସର୍ଗ କଲେ। ଏଥିପାଇଁ ତୁମେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!
Odia IRV 2017 (ଓଡିଆ ବାଇବେଲ)
“ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!